Angul News: ପ୍ରାକ୍ତନ କେନ୍ଦ୍ରମନ୍ତ୍ରୀ ଡ଼ଃ ଦେବେନ୍ଦ୍ର ପ୍ରଧାନ ଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ଅନୁଗୁଳ ଜିଲ୍ଲାବାସୀ
Angul News: ଅନୁଗୁଳ: ଅନୁଗୁଳ ସଭାଘରଠାରେ ଶନିବାର ପ୍ରାକ୍ତନ କେନ୍ଦ୍ରମନ୍ତ୍ରୀ ସ୍ବର୍ଗତ ଡ଼ଃ ଦେବେନ୍ଦ୍ର ପ୍ରଧାନଙ୍କ ଜିଲ୍ଲାସ୍ତରୀୟ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି। ଅନୁଗୁଳ ବିଧାୟକ ପ୍ରତାପ…
