Angul News: କଳାକାରର 39ତମ ବୋଇତ ବନ୍ଦାଣ ମହୋତ୍ସବ ଉଦଘାଟିତ

Angul News: ଅନୁଗୁଳ: ଅଗ୍ରଣୀ ସେବା ଓ ସାଂସ୍କୃତିକ ଅନୁଷ୍ଠାନ କଳାକାର ଦ୍ୱାରା ସ୍ଥାନୀୟ ସଭାଘର ଠାରେ 39ତମ ବୋଇତ ବନ୍ଦାଣ ମହୋତ୍ସବ ଓ ରାଜ୍ୟସ୍ତରୀୟ ପ୍ରତିଯୋଗିତା…