Angul News: ଅନୁଗୋଳ ଜିଲ୍ଲା କଂଗ୍ରେସ ପକ୍ଷରୁ ସୌମ୍ୟାଶ୍ରୀଙ୍କ ଏକାଦଶାହରେ ଶୋକସଭା ଓ ସାମୁହିକ ଦୀପ ଦାନ
ଅନୁଗୋଳ: ଆଜି ପୂର୍ବାହ୍ନରେ ସ୍ଥାନୀୟ କଂଗ୍ରେସ ଭବନଠାରେ ଅନୁଗୋଳ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ବାଲେଶ୍ଵର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ଆତ୍ମଦାହ ଜନିତ ମୃତ୍ୟୁ…
