ଅନୁଗୁଳ ବିଧାୟକଙ୍କ କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀଙ୍କ ମନ କୀ ବାତ ଶୁଣିଲେ ସାଂସଦ ରୁଦ୍ର ନାରାୟଣ ପାଣି

Angul Khabar: ଅନୁଗୁଳ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କର ପ୍ରତି ମାସ ଶେଷ ରବିବାର ଦିନ 11 ଟାରୁ 11.30 ପର୍ଯ୍ୟନ୍ତ ମନ କୀ ବାତ କାର୍ଯ୍ୟକ୍ରମ…

ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା, ଶୁଭେଚ୍ଛା ଜଣାଇଲା ଜିନ୍ଦଲ ଷ୍ଟିଲ

ଅନୁଗୋଳ: ପୁରୀରେ ଆଜି ରଥଯାତ୍ରା ଅନୁଷ୍ଠିତ ହେଉଛି। ଏଥିପାଇଁ ବଡ଼ଦାଣ୍ଡରେ ତିନି ରଥ ସିଂହଦ୍ୱାରରେ ଉପସ୍ଥିତ ଅଛନ୍ତି। ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଜିନ୍ଦଲ ଷ୍ଟିଲ ଲିମିଟେଡ଼…

ଅନ୍ତର୍ଜାତୀୟ ନିଶା ଦ୍ରବ୍ୟ ଅପବ୍ୟବହାର ଏବଂ ଅବୈଧ ଚାଲାଣ ବିରୋଧ ଦିବସ ୨୦୨୫ ପାଳିତ

ଅନୁଗୋଳ: ଜିଲ୍ଲା ପ୍ରଶାସନ, ଅନୁଗୋଳ ଦ୍ୱାରା ତା ୨୬.୦୬.୨୫ ରିଖ ଦିନ ଅନ୍ତର୍ଜାତୀୟ ନିଶା ଦ୍ରବ୍ୟ ଅପବ୍ୟବହାର ଏବଂ ଅବୈଧ ଚାଲାଣ ବିରୋଧ ଦିବସ ୨୦୨୫ ଅନୁଗୋଳ…

2750 କୋଟିରୁ ଅଧିକ ମୂଲ୍ୟର ରେଳ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦ ଜୁନ୍ ୨୦୨୫ରେ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ 2750 କୋଟିରୁ ଅଧିକ ମୂଲ୍ୟର ଯୋଜନାଗୁଡ଼ିକର…

ଅନୁଗୋଳରେ ଏବିଭିପିର ସାମ୍ବାଦିକ ସମ୍ମିଳନୀ

ଅନୁଗୋଳ: ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି) ଅନୁଗୋଳ ତରଫରୁ ସ୍ଥାନୀୟ ସରସ୍ଵତୀ ଶିଶୁ ମନ୍ଦିର, ଗନ୍ଧୀମାର୍ଗ ଠାରେ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଅଛି । ପ୍ରକାଶ ଥାଉ…

କେନ୍ଦ୍ର ସରକାରର 11 ବର୍ଷ ରାଜ୍ୟ ର ଏକ ବର୍ଷ ପୂର୍ତ୍ତି ଛେଣ୍ଡିପଦା ରେ ବିଜେପି ର ସଂକଳ୍ପ ସଭା

ଅନୁଗୁଳ :ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀ ର ଛେଣ୍ଡିପଦା ମଣ୍ଡଳ ରେ କେନ୍ଦ୍ର ମୋଦି ସରକାର ର 11 ବର୍ଷ ଓ ରାଜ୍ୟ ମୋହନ ସରକାର…

ବ୍ରିଟିଶ ସମୟରୁ ତାଳଚେର ସମୃଦ୍ଧ ଏବଂ ସମ୍ପନ୍ନ ଅଞ୍ଚଳ ଭାବେ ପରିଚିତ – ଧର୍ମେନ୍ଦ୍ର ପ୍ରଧାନ

ତାଳଚେର: ଓଡ଼ିଶାର ଅବିଭକ୍ତ ଢେଙ୍କାନାଳ ଜିଲ୍ଲା ତଥା ବର୍ତ୍ତମାନର ଅନୁଗୋଳ ଜିଲ୍ଲାର ତାଳଚେର ଗୋଟିଏ ବିଭବଶାଳୀ ଅଞ୍ଚଳ । ବିଗତ ବ୍ରିଟିଶ ସମୟରୁ ଆମ ତାଳଚେର ସମୃଦ୍ଧ…

ମେ 23ରେ ତାଳଚେରରେ କେନ୍ଦ୍ରୀୟ ବିଦ୍ୟାଳୟର ଉଦଘାଟନ ସହ ପରାକ୍ରମ ଶୋଭାଯାତ୍ରାରେ ଯୋଗଦେବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ତାଳଚେର : ତାଳଚେରବାସୀଙ୍କର ବହୁ ଦିନର ଆଶା ପୂରଣ ହେବା ପାଇଁ ଯାଉଛି, ଆସନ୍ତା ମେ 23 ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଳଚେରରେ ଆଉ ଗୋଟିଏ…

ଅପରେସନ ସିନ୍ଦୁର’ର ସଫଳତାକୁ ସମ୍ମାନ; ନବୀନ ଜିନ୍ଦଲଙ୍କ ନେତୃତ୍ୱରେ ତ୍ରିରଙ୍ଗା ଯାତ୍ରା

ଅନୁଗୁଳ: ଆତଙ୍କବାଦ ବିରୋଧରେ ଭାରତୀୟ ସେନାର ଅଦମ୍ୟ ସାହସ, ପରାକ୍ରମର ନିଦର୍ଶନ ତଥା ନିର୍ଣ୍ଣାୟକ ଲଢ଼େଇ ଅପରେସନ ସିନ୍ଦୁରର ସଫଳତାକୁ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ଜିନ୍ଦଲ ଷ୍ଟିଲ…

ଶ୍ରମକୋଡ୍ ବାତିଲ ଦାବିରେ କେନ୍ଦ୍ରୀୟ ଶ୍ରମିକ ସଂଗଠନ ମିଳିତ ମଞ୍ଚ ପକ୍ଷରୁ ୨୦ମେ’ରେ ଜିଲ୍ଲାପାଳଙ୍କ ଅଫିସ୍ ସମ୍ମୁଖରେ ଶ୍ରମିକ ବିକ୍ଷୋଭ

ଅନୁଗୁଳ: କେନ୍ଦ୍ର ବିଜେପି ସରକାର ଦ୍ୱାରା ଶ୍ରମିକ ଶ୍ରେଣୀର କଷ୍ଟାର୍ଜିତ ୨୯ଟି ଶ୍ରମ ଆଇନ୍କୁ ଉଚ୍ଛେଦ କରି ପ୍ରଣୟନ କରାଯାଇଥିବା ଶ୍ରମିକ ବିରୋଧୀ ଓ କର୍ପୋରେଟ୍ ସପକ୍ଷବାଦୀ…

Angul News: ସୁଭଦ୍ରା ପରିବାର ଙ୍କୁ ଭେଟିଲେ ସାଂସଦ ରୁଦ୍ର ନାରାୟଣ ପାଣି

ତାଳଚେର /କଣିହାଁ : ଅନୁଗୁଳ ଜିଲ୍ଲା କଣିହାଁ ବ୍ଲଜ ଲୋଧାଝରି ଗ୍ରାମର ଝିଅ ସୁଭଦ୍ରା ର ବିଭତ୍ସ ହତ୍ୟା ଘଟଣା ସମଗ୍ର ଅଞ୍ଚଳ ରେ ଆଲୋଡନ ସୃଷ୍ଟି…

ସୁଭଦ୍ରା ଅପହରଣ ଓ ହତ୍ୟା ଘଟଣା: ଅନୁଗୁଳରେ ମହିଳା-ଯୁବ-ଛାତ୍ର ସଂଗଠନର ବିକ୍ଷୋଭ

ଅନୁଗୁଳ: କଣିହାଁ ବ୍ଲକ ଲୁଧାଝରି ଗାଁର ସୁଭଦ୍ରା ନାମ୍ନୀ ଯୁବତୀଙ୍କ ବିଭତ୍ସ ହତ୍ୟାକାଣ୍ଡ ଘଟଣା ଜନସାଧାରଣଙ୍କ ହୃଦୟତନ୍ତ୍ରୀକୁ ଦୋହଲାଇ ଦେଇଥିବାବେଳେ ଅପରାଧିମାନଙ୍କୁ ତୁରନ୍ତ ଗିରଫ କରି କଠୋରରୁ…

ବିଜେପି ଅନୁଗୁଳ ଜିଲ୍ଲା କୋର କମିଟି ବୈଠକ

ଅନୁଗୁଳ :ଅନୁଗୁଳ ଜିଲ୍ଲା ବିଜେପି କାର୍ଯ୍ୟାଳୟ ରେ ଏକ ଗୁରୁତ୍ୱପୂର୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି |ଜିଲ୍ଲା ସଭାପତି ଯଯାତି ପଟ୍ଟନାୟକ ଙ୍କ ଅଧ୍ୟକ୍ଷତା ରେ କୋର କମିଟି…